(Go: >> BACK << -|- >> HOME <<)

Jump to content

ଚହକା

ଉଇକିପିଡ଼ିଆ‌ରୁ
୨୧:୩୬, ୧୩ ଫେବୃଆରୀ ୨୦୨୨ ବେଳେ PsubhashishBot (ଆଲୋଚନା | ଅବଦାନ) ("ଠାରୁ" ଶବ୍ଦ ସହ ଲାଗିରହେ (via JWB)) ଙ୍କ ଦେଇ ହୋଇଥିବା ସଂସ୍କରଣ
(ଅଦଳ ବଦଳ) ← ପୁରୁଣା ସଂସ୍କରଣ | ନଗଦ ସଂସ୍କରଣ (ଅଦଳ ବଦଳ) | ନୂଆ ସଂସ୍କରଣ (ଅଦଳ ବଦଳ)

[[Category:Lua error in package.lua at line 80: module 'Module:Pagetype/disambiguation' not found. with short description]]

ଚହକା
ଗାଁ
ଦେଶଭାରତ
ରାଜ୍ୟଓଡ଼ିଶା
ଜିଲ୍ଲାକଳାହାଣ୍ଡି ଜିଲ୍ଲା
ପଞ୍ଚାୟତ ସମିତିଗୋଲାମୁଣ୍ଡା
ତହସିଲଗୋଲାମୁଣ୍ଡା
Time zoneIST (+୫.୩୦)
ଡାକ କୋଡ଼
୭୬୬୦୧୧[୧]
Area code୦୬୬୭୨
ଯାନବାହାନ ପଞ୍ଚୀକରଣOD-08

ଚହକା, ଓଡ଼ିଶାର କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଏକ ଗାଆଁ । ଏହି ଗାଆଁଟି କଳାହାଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ।

ଗମନାଗମନ[ସମ୍ପାଦନା]

ଏହା ଜିଲ୍ଲାର ସଦର ମହକୁମା ଭବାନିପାଟଣାଠାରୁ ୪୮ କି.ମି. ଦୂରରେ ଅବସ୍ଥିତ ।

ଶିକ୍ଷା[ସମ୍ପାଦନା]

ଏହାର ଅନତି ଦୂରରେ ଗୋଟିଏ ପ୍ରାଥମିକ ବିଦ୍ୟାଳୟ ଓ ଗୋଟିଏ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଛି।

ସଂସ୍କୃତି[ସମ୍ପାଦନା]

ଏହି ଗାଆଁଠାରୁ ଅଳ୍ପ ଦୂରରେ ଶିବ ମନ୍ଦିର ଅଛି । ଏଠାରେ ପ୍ରତିବର୍ଷ ମହା ଶିବରାତ୍ରି ଅନୁଷ୍ଠିତ ହୋଇଥାଏ ।

ଆଧାର[ସମ୍ପାଦନା]