(Go: >> BACK << -|- >> HOME <<)

ଅନୁସନ୍ଧାନ କରୁଥିବା ବର୍ଗ

ରାଜ୍ୟ

ଭାରତର ବିଭିନ୍ନ ତୀର୍ଥକ୍ଷେତ୍ରକୁ ଓଡିଶାରୁ ଗଡିବ ବସ

ଭୁବନେଶ୍ୱର: ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍ । କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ଏଥିସହିତ ବଦଳିପାରେ ଲକ୍ଷ୍ମୀ ବସର ନାଁ । ଓଡିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା ଦେଇଛନ୍ତି…
ଅଧିକ ଖବର ଦେଖନ୍ତୁ...

୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ବଢ଼ିବ ବର୍ଷା

ଭୁବନେଶ୍ବର: ରାଜ୍ୟରେ ୨୬ ତାରିଖରୁ ବଢ଼ିବ ବର୍ଷା। ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି। ମିଳିଥିବା ସୂଚନା ମୁତାବକ, ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଯାହାର…
ଅଧିକ ଖବର ଦେଖନ୍ତୁ...

ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ବିଜେପିର ସଂକଳ୍ପପତ୍ର ଅନୁଯାୟୀ ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ। ମୁଖ୍ୟମନ୍ତ୍ରୀ ବି ଏହାଉପରେ…
ଅଧିକ ଖବର ଦେଖନ୍ତୁ...

ଜୁନ ୨୫କୁ କଳା ଦିବସ ଭାବେ ପାଳନ କରିବ ବିଜେପି

ଭୁବନେଶ୍ବର: ଜୁନ ୨୫କୁ କଳା ଦିବସ ଭାବେ ପାଳନ କରିବ ବିଜେପି। ଏହି ଦିନ ସାରା ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ ଇନ୍ଦିରା ଗାନ୍ଧୀ। ଏହା ସହ ଦଳ ଅଭିଯୋଗ କରିଛି ଗଣତନ୍ତ୍ର ଏବଂ ଭାରତର ସମ୍ବିଧାନ କଂଗ୍ରେସ ସମୟରେ ସର୍ବାଧିକ କ୍ଷତିଗ୍ରସ୍ତ ଏବଂ ଅପମାନିତ ହୋଇଛି। ଜୁନ ୨୫ରେ…
ଅଧିକ ଖବର ଦେଖନ୍ତୁ...

ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି ଓ ମଣତି କରାଯିବ: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ବର: ରତ୍ନଭଣ୍ଡାର ନିଶ୍ଚିତ ଖୋଲା ଯିବ। ଏନେଇ ଆଜି ସୂଚନା ଦେଇଛନ୍ତି ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି ଓ ମଣତି କରାଯିବ। ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି। ନିର୍ଦ୍ଦିଷ୍ଟ ତାରିଖ ଓ…
ଅଧିକ ଖବର ଦେଖନ୍ତୁ...

ନିଜ ଗାଁ ରାଇକଳା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ପ୍ରସ୍ତୁତ ହୋଇଛି ତାଙ୍କ ପ୍ରିୟ ଓଡ଼ିଆ ଖାଦ୍ୟ

କେନ୍ଦୁଝର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଗାଁ ରାଇକଳା ଗସ୍ତରେ ଯିବେ। ଏଥିଲାଗି ସାରା ଗାଁ ଉତ୍ସବମୁଖର। ଖାଲି ସେତିକି ନୁହେଁ,  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପାଇଁ ତାଙ୍କ ପୈତୃକ ଘରେ ପ୍ରସ୍ତୁତ ହୋଇଛି ପ୍ରିୟ ଓଡ଼ିଆ ଖାଦ୍ୟ। ମୋହନ ଚରଣ ମାଝୀଙ୍କ ପାଇଁ ପଖାଳ, ବାଡ଼ି ଶାଗ…
ଅଧିକ ଖବର ଦେଖନ୍ତୁ...

ସହରବାସୀଙ୍କୁ କୃତଜ୍ଞତା ଜଣାଇଲେ ବାଲେଶ୍ବର ସଦର ବିଧାୟକ ମାନସ ଦତ୍ତ

ବାଲେଶ୍ବର: ବାଲେଶ୍ବରବାସୀଙ୍କୁ କୃତଜ୍ଞତା ଜଣାଇଲେ ବାଲେଶ୍ବର ସଦର ବିଧାୟକ ମାନସ କୁମାର ଦତ୍ତ। ସେ କହିଛନ୍ତି, ଭାଇଚାରାର ସହର ବାଲେଶ୍ବରରେ ଯେଉଁଭଳି ପ୍ରଶାସନର ନିୟକୁ ମାନଛନ୍ତି ଏବଂ ସହରରେ ଶାନ୍ତଶୃଙ୍ଖଳା ରକ୍ଷା ଦିଗରେ ସହଯୋଗର ହାତ ବଢ଼ାଇଛନ୍ତି, ସେଥିପାଇଁ ମୁଁ ଧନ୍ୟବାଦ ଜଣାଉଛି।…
ଅଧିକ ଖବର ଦେଖନ୍ତୁ...

ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତିର ସାଧାରଣ ସଭା ସମାପିତ

କଟକ: ବିଦ୍ୟାଭାରତୀ, ଶିକ୍ଷା ବିକାଶ ସମିତି ଓଡ଼ିଶାର ପ୍ରାଦେଶିକ ସାଧାରଣ ସଭା ସରସ୍ବତୀ ବିଦ୍ୟାମନ୍ଦିର, କେଶବଧାମ କଟକଠାରେ ଉଦଯାପିତ ହୋଇଯାଇଛି।ସଂଗଠନର ପ୍ରଦେଶ ସଭାପତି ଡଃ କିଶୋର ଚନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋପ ସମାରୋହରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ଅଖିଳ…
ଅଧିକ ଖବର ଦେଖନ୍ତୁ...

ଇତିହାସ ପୃଷ୍ଠାରେ ରଥଯାତ୍ରା: ଗୁଣ୍ଡିଚା ମନ୍ଦିର ପାଖେ ରଥ ପହଞ୍ଚିବାକୁ ୬ଦିନ

ପୁରୀ: ସେତେବେଳେ ମାଳିନୀ ନଦୀ ନଥିଲା, କି ୬ ରଥ ହେଉନଥିଲା। କିନ୍ତୁ ୧୮୮୯ ମସିହାର ରଥଯାତ୍ରାରେ ରଥ ଶ୍ରୀମନ୍ଦିରସ୍ଥ ସିଂହଦ୍ବାରରୁ ଯାଇ ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିବାକୁ ଲାଗିଯାଇଥିଲା ଛଅ ଦିନ। ରଥଯାତ୍ରା ପୂର୍ବଦିନ ନବଯୌବନ ଦର୍ଶନ ବ୍ୟବସ୍ଥା ସୁରୁଖୁରୁରେ ହୋଇଥିଲା। ତତ୍କାଳୀନ…
ଅଧିକ ଖବର ଦେଖନ୍ତୁ...

କାଳିଆ ସେବାରେ ୨୪ବର୍ଷ: ରଥସଜ୍ଜାରେ ବୀରକିଶୋର

ଖୋର୍ଦ୍ଧା: ବର୍ଷେ କି ଦୁଇ ବର୍ଷ ନୁହେଁ, ଗତ ୨୪ ବର୍ଷ ହେଲା ଖୋର୍ଦ୍ଧା ସହର ଗୁରୁଜଙ୍ଗ ଭୋଇସାହିର ଶିଳ୍ପୀ ବୀରକିଶୋର ନାୟକ ମହାପ୍ରଭୁଙ୍କୁ ଦେଇ ଆସୁଛନ୍ତି ସେବା। ସୋଲ ନିର୍ମିତ ଆକର୍ଷଣୀୟ କେତକୀ ଓ କଦମ୍ବ ଫୁଲ ନେଇ ଚତୁର୍ଦ୍ଧାମୂର୍ତ୍ତିଙ୍କ ତିନିରଥରେ ସଜାଇ ଦେଇ ଆସୁଛନ୍ତି। ସବୁବର୍ଷ…
ଅଧିକ ଖବର ଦେଖନ୍ତୁ...